ମାଲକାନଗିରି ଜିଲ୍ଲାବାସୀଙ୍କ ପାଇଁ ଖୁସି ଖବର: ମାର୍ଚ୍ଚ ଶେଷ ସୁଦ୍ଧା ମାଲକାନଗିରିରୁ ଉଡ଼ିବ ବିମାନ
ମାଲକାନଗିରି ଜିଲ୍ଲାବାସୀଙ୍କ ପାଇଁ ଖୁସି ଖବର । ମାର୍ଚ୍ଚ ଶେଷ ସୁଦ୍ଧା ମାଲକାନଗିରି ବିମାନ ବନ୍ଦରରୁ ନିୟମିତ ଭାବେ ଉଡ଼ିବ ବିମାନ । ଏଥିପାଇଁ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ଟିମ୍ ଏବଂ ଇଣ୍ଡିଆ ୱାନ ଏୟାର କମ୍ପାନୀର ଏକ ବୈଷୟିକ ଟିମ ମାଲକାନଗିରି ବିମାନ ବନ୍ଦର ଗସ୍ତ କରି ସ୍ଥିତି ଅନୁଧ୍ୟାନ…