ବିଜେପୁର ମହାବିଦ୍ୟାଳୟରେ ଶିକ୍ଷା ବ୍ୟବସ୍ଥା ଭୁଶୁଡିଲା: ଅଧ୍ୟକ୍ଷ ପ୍ରଦୀପ ମିଶ୍ର ଓ ଅଧ୍ୟାପକଙ୍କୁ କାରଣ ଦର୍ଶାଅ ନୋଟିସ
ବିଜେପୁର :-ବରଗଡ଼ ଜିଲ୍ଲା ବିଜେପୁର ମହାବିଦ୍ୟାଳୟରେ ଶିକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି। ଇଂରାଜି ବିଷୟର ପାଠ୍ୟକ୍ରମ ପରୀକ୍ଷା ପୂର୍ବରୁ ସମ୍ପୂର୍ଣ୍ଣ ହୋଇନଥିବା ଅଭିଯୋଗକୁ ନେଇ ଅଭିଭାବକ ଓ ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ବିଭାଗ, ସମ୍ବଲପୁର ନିକଟରେ ଲିଖିତ ଅଭିଯୋଗ ଦାଖଲ କରିଥିଲେ…