ଗଞ୍ଜାମ-ପୁରୀ ମଧ୍ୟବର୍ତ୍ତୀ ଅଞ୍ଚଳ ଦେଇ ଅତିକ୍ରମ କରିପାରେ ଅବପାତ
୨୨ରୁ ୨୬ ସେପ୍ଟେମ୍ବର ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର, ସେପ୍ଟେମ୍ବର ୨୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଧୀରେ ଧୀରେ ଘନୀଭୂତ ହୋଇ ସେପ୍ଟେମ୍ବର ୨୧ ତାରିଖ ସନ୍ଧ୍ୟା ସୁଦ୍ଧା ଅବପାତରେ ଏବଂ ସେପ୍ଟେମ୍ବର ୨୩ ତାରିଖ ସୁଦ୍ଧା ଗଭୀର ଅବପାତରେ!-->!-->!-->…