ରବି ଋତୁ ୨୦୨୫-୨୬ ନିମନ୍ତେ ଜିଲ୍ଲା କୃଷି କାର୍ଯ୍ୟ ନିର୍ଦ୍ଧାରଣ କମିଟି ବୈଠକ
ଜଗତସିଂହପୁର,ତା-୨୦.୦୧.୨୦୨୬/ସୁମନ୍ତ କୁମାର ଦାସ: ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ଜିଲ୍ଲା କୃଷି ବିଭାଗ ଆନୁକୂଲ୍ୟରେ ରବି ଋତୁ ୨୦୨୫-୨୬ ନିମନ୍ତେ ଜିଲ୍ଲା କୃଷି କାର୍ଯ୍ୟ ନିର୍ଦ୍ଧାରଣ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅଧ୍ୟକ୍ଷତା କରି…