ଗୁଜବ୍ ରେ ବିଶ୍ୱାସ ନ କରିବା ପାଇଁ ଉପଜିଲ୍ଲାପାଳଙ୍କ ପରାମର୍ଶ (ଭଞ୍ଜନଗର)ଏଲ୍. ପି.ଜି ସହ ପେଟ୍ରୋଲ ଓ ଡିଜେଲ ମହଜୁଦ
ଭଞ୍ଜନଗର ( ଉଦୟନାଥ ପଣ୍ଡା ) ଶାସକ ପ୍ରଶାସକ: ଭଞ୍ଜନଗର, ତା.୧୪.୦୩.୨୦୨୬ ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯେତିକି ଯେତିକି ବଢୁଛି ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀକୁ ନେଇଁ ଖାଉଟି ସେତିକି ବିଚଳିତ ହେବାରେ ଲାଗିଛନ୍ତି। ଚାରିଆଡ଼େ ଏବେ ଖାଇବା ତେଲ, ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସକୁ ନେଇ…