ପ୍ରଶାସନିକ କ୍ଷେତ୍ରରେ କୃତ୍ରିମ ବୁଦ୍ଧିମତାର ଉପଯୋଗ ଶୀର୍ଷକ କର୍ମଶାଳା
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପ୍ରଶାସନିକ କ୍ଷେତ୍ରରେ କୃତ୍ରିମ ବୁଦ୍ଧିମତାର ସରଳ ବ୍ୟବହାର କରି ଗଜପତି ଜିଲ୍ଲାର ଜନସାଧାରଣଙ୍କୁ କିପରି ଉନ୍ନତମାନର ସେବା ଯୋଗାଇ ଦିଆଯିବ ସେ ନେଇ ଏକ ଦିନିକିଆ ଦକ୍ଷତା ବିକାଶ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଗଜପତି ଜିଲ୍ଲାପାଳ ଅକ୍ଷୟ ସୁନୀଲ…