ଓପିଜିସି ପକ୍ଷରୁ ଚକ୍ଷୁ ଶିବିର
ଓଡ଼ିଶା ପାୱାର ଜେନେରେସନ୍ କର୍ପୋରେସନ୍ ଲିମିଟେଡ୍ (ଓପିଜିସି) ପକ୍ଷରୁ ସିଏସଆର ଅଧୀନରେ ଲଖନପୁର ବ୍ଲକ ତେଲେନପାଲି ପଞ୍ଚାୟତରେ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। କେୟାର ନେଟ୍ରାମ ଏଲଏଲପି ସହଯୋଗରେ ଅନୁଷ୍ଠିତ ଶିବିରକୁ ଓପିଜିସିର ନିର୍ଦ୍ଦେଶକ (ଅପରେସନ୍) ଅଞ୍ଜନ ରଞ୍ଜନ ଦାଶ…