ପ୍ରଶାସନ ପକ୍ଷରୁ ବନ୍ୟା ବିପନ୍ନଙ୍କୁ ରିଲିଫ୍ ବଣ୍ଟନ;ଘରକୁ ଘର ବୁଲି ଶୁଖିଲା ଖାଦ୍ୟ ବଣ୍ଟନ, ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା…
ବେଲଗୁଣ୍ଠା,୦୪/୧୧,-(ଶିବରାମ ଚୌଧୁରୀ )-ବାତ୍ୟା ଅର୍ଣ୍ଣବ ପ୍ରଭାବରେ ସୃଷ୍ଟି ହୋଇଥିବା ବନ୍ୟାରେ ବେଲଗୁଣ୍ଠା ବ୍ଲକ୍ ଇଙ୍ଗିନାଠି ପଞ୍ଚାୟତର ବିଭିନ୍ନ ଗ୍ରାମ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି।ଲୋହରାଖଣ୍ଡି ନଦୀ ଓ ବଡ଼ନଦୀ ମଧ୍ୟବର୍ତ୍ତୀ ଅଞ୍ଚଳରେ ଅବସ୍ଥିତ ଏହି ପଞ୍ଚାୟତର ବନ୍ୟା!-->!-->!-->…