“ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଅନୁଷ୍ଠିତ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଆଜି ରାୟଗଡା ଜିଲ୍ଲାର ଗୁଣୁପୁର ବ୍ଲକ ଅନ୍ତର୍ଗତ ଘନାନ୍ତ୍ରୀ ଠାରେ ମୋହନ ଚରଣ ମାଝୀ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ

ରାଜ୍ୟ ସରକାରଙ୍କ ଭୁଲ ନୀତି ପାଇଁ ଅକଥନୀୟ ଯନ୍ତ୍ରଣା
ଭୋଗୁଛନ୍ତି ଚାଷୀ: ବିଜେଡି

ରାଜ୍ୟରେ ଧାନ ପଞ୍ଜୀକରଣ ପ୍ରସଙ୍ଗ ଧାନ ପଞ୍ଜୀକରଣ ଅବଧି ୨୦ ଦିନ ବୃଦ୍ଧି କରାଯାଉ ଭାଗ ଚାଷୀ ଓ କଲମ-୨ ସଂଶୋଧନକୁ ନେଇ ଅସନ୍ତୋଷ ପ୍ରକାଶ କଲା ବିଜେଡି ଭୁବନେଶ୍ୱର, ୩୦/୦୮/୨୦୨୬: ରାଜ୍ୟରେ ଖରିଫ ଧାନ ପଞ୍ଜୀକରଣ ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ଓ ବିଳମ୍ୱକୁ ନେଇ ସରକାରଙ୍କୁ

ରାଗିଲେ ବିଧାୟକ ଲକ୍ଷ୍ମଣ ବାଗ

ରାଜ୍ୟ ସରକାରକୁ ବଦନାମ କରିବାକୁ ସରକାରୀ ଅଧିକାରୀ ମାନଙ୍କ ଷଡ଼ଯନ୍ତ୍ର ବୋଲି କହିଲେ କାହିଁକି? ବଲାଙ୍ଗିର: ବଲାଙ୍ଗିର ରେ ଚାଲିଥିଲା ବୟନ, ହସ୍ତତନ୍ତ ଓ ହସ୍ତଶିଳ୍ପ ବିଭାଗ ତରଫରୁ ଅଂଶୀଦାର ପରାମର୍ଶ କର୍ମଶାଳା। ମଞ୍ଚରେ ଉପସ୍ଥିତ ଥିଲେ ବୟନ, ହସ୍ତତନ୍ତ ଓ ହସ୍ତଶିଳ୍ପ ବିଭାଗ କମିସନର

ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦଯାପିତ, ନିୟତି ପଦ୍ମିନୀ ଙ୍କୁ ଦ୍ବିମୁକୁଟ

17 ବର୍ଷ ରୁ କମ ବାଳକ ରେ ମାନସ ବେହେରା ଓ 15 ବର୍ଷ ରୁ କମ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ ବଲାଙ୍ଗିର,29/8 - ଆଜି ସ୍ଥାନୀୟ ପୃଥ୍ୱୀରାଜ ହାଇସ୍କୁଲ ଇଣ୍ଡୋର ବ୍ୟାଡମିଣ୍ଟନ ଷ୍ଟାଡିୟମରେ ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦଯାପନ ହୋଇଯାଇଅଛି

ଓଡ଼ଗାଁ ଯୁବକଙ୍କ ଖୋର୍ଦ୍ଧାରେ ମୃତ୍ୟୁ

ଓଡ଼ଗାଁ, ୨୯।୮(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଅନ୍ତର୍ଗତ କୁରୁମବାଙ୍କତରା ଗ୍ରାମର ଜଣେ ଯୁବକଙ୍କର ଖୋର୍ଦ୍ଧାରେ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ବିଜୟ ମହାପାତ୍ରଙ୍କ ପୁଅ ବିଭୁତି ଭୂଷଣ ମହାପାତ୍ର (୨୮)। ସେ ଖୋର୍ଦ୍ଧାରେ ରହି ଗାଡ଼ି ଚାଳକ ଭାବେ କାମ

ନେରେଡି ପ୍ରକଳ୍ପକୁ ନେଇ ଚାଷୀଙ୍କ ମନରେ ଆଶଙ୍କା , ଗାଁରେ ଗୁଞ୍ଜିଲା ‘ଆନ୍ଧ୍ର ଗୋ ବ୍ୟାକ୍’ ନାରା

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ନିଜ ଜମି , ଜୀବିକା ଓ ଭବିଷ୍ୟତକୁ ନେଇ ଚିନ୍ତିତ ପ୍ରତ୍ୟେକ ଗ୍ରାମର ଚାଷୀମାନେ ଆଜି ନିଜର ଦୁଃଖ ଓ ଆଶଙ୍କା ବିଧାୟକଙ୍କ ସମ୍ମୁଖରେ ରଖିଛନ୍ତି। ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଖାରଡା ଗ୍ରାମକୁ ପାରଳାଖେମୁଣ୍ଡି ବିଧାୟକ ରୂପେଶ

ଶ୍ରୀ ରଘୁନାଥ ଜିଉ ଓ ଦୂତୀକେଶ୍ୱର ମହାଦେବଙ୍କୁ ଦର୍ଶନ କଲେ ମନ୍ତ୍ରୀ ଗୋକୁଳାନନ୍ଦ, ଉନ୍ନୟନ ପାଇଁ ଦେଲେ ପ୍ରତିଶ୍ରୁତି

ଓଡ଼ଗାଁ, ୨୯ା୮(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ସ୍ୱର୍ଣ୍ଣକଳସ କ୍ଷେତ୍ରାଧିପତି ଶ୍ରୀ ରଘୁନାଥ ଜିଉ ଏବଂ ଜାମୁ ପାଟଣା ଶୁଳିଆ ପାହାଡ଼ ପାଦଦେଶରେ ବିରାଜିତ ବାବା ଦୂତୀକେଶ୍ୱର ମହାଦେବଙ୍କୁ ଶନିବାର ଓଡ଼ିଶା ସରକାରଙ୍କ ମତ୍ସ୍ୟ, ପଶୁ ସମ୍ପଦ ବିକାଶ ଓ ଅଣୁ, କ୍ଷୁଦ୍ର

ସାକେରୀ ଓ ଗୋଡ଼ିପାଟଣାରେ ପାରମ୍ପରିକ କାଠିଯାତ୍ରା,

ଓଡ଼ଗାଁ, ୨୯।୮(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ ଗୋଡ଼ିପାଟଣା ଓ ସାକେରୀ ଗାଁର ଅଧିଷ୍ଠାତ୍ରୀ ଦେବୀ କାଳିଆ ଷଣ୍ଢଙ୍କ ଶକ୍ତିପୀଠରେ ପାରମ୍ପରିକ କାଠିଯାତ୍ରା ଧୁମ୍‌ଧାମରେ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଶ୍ରାବଣ ଗହ୍ମା

୭ ଦିନରେ ଅଭିଯୋଗ ସମାଧାନ ନହେଲେ ଜରିମାନା

ଓଡ଼ଗାଁ ବ୍ଲକସ୍ତରୀୟ ଜନଶୁଣାଣି ଶିବିରରେ ମନରେଗା ଓ ସମଗ୍ର ଶିକ୍ଷାର ସାମାଜିକ ସମୀକ୍ଷା, ୩୦ରୁ କାର୍ଯ୍ୟକ୍ଷମ ହେବ ଭିବି-ଜି ରାମ ଜି ଯୋଜନା, ଓଡ଼ଗାଁ, ୨୯।୮(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକସ୍ତରୀୟ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ

ଦେଶୀ ମଦ ସହିତ ବିଅର ଜବତ, ୦୩ ଗିରଫ ।

ବାଲେଶ୍ୱର ଅବକାରୀ ଅଧିକ୍ଷକ ଶେଖ ଅସଫ ଅଲ୍ଲୀଙ୍କ ନିର୍ଦ୍ଦେଶକ୍ରମେ ଖଇରା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ସିମୁଳିଆ ଥାନା ଅନ୍ତର୍ଗତ ମାର୍କୋଣା ଷ୍ଟେସନ ବଜାର ଓ ମାର୍କୋଣା ରେଲୱେ କଲୋନୀ ରେ