କୁଜଙ୍ଗ ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର
ଜଗତସିଂହପୁର,ତା-୧୨.୦୧.୨୦୨୬/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର କୁଜଙ୍ଗ ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପରିସ୍ଥ ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି…