ଶରଣକୁଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ସମସ୍ୟା ସମାଧାନରେ ବିଳମ୍ବକୁ ନେଇ ୧୨ ଘଣ୍ଟିଆ ବନ୍ଦ
ଓଡ଼ଗାଁ, ୫।୩(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲାର ସର୍ବପୁରାତନ ଶରଣକୁଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଦୀର୍ଘଦିନ ଧରି ବିଭିନ୍ନ ସମସ୍ୟାରେ ଅବହେଳିତ ଅବସ୍ଥାରେ ରହିଆସୁଛି। ଏହି ସମସ୍ୟାର ସମାଧାନ ପାଇଁ ଶରଣକୁଳ ବିକାଶ ମଞ୍ଚ ପକ୍ଷରୁ ନୟାଗଡ଼ ଜିଲ୍ଲାପାଳ ଓ ଜିଲ୍ଲା ମୁଖ୍ୟ…