ଜିଲ୍ଲା ସ୍ତରୀୟ ବିକଶିତ ଭାରତ ଯୁବ ସଂସଦ–୨୦୨୬ କାର୍ଯ୍ୟକ୍ରମ ଆୟୋଜିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟରେ ଆଜି ( ରବିବାର) ମହାଆଡମ୍ବରରେ “ବିକଶିତ ଭାରତ ଯୁବ ସଂସଦ–୨୦୨୬” କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…