ଚତୁର୍ଥ ପାରଳା ମହୋତ୍ସବ–୨୦୨୫ ଆୟୋଜିତ

 https://youtu.be/b0CnvYJrQwI ପାରଳାଖେମୁଣ୍ଡି (ବାଳକୃଷ୍ଣ ପାଣିଗ୍ରାହୀ) : ଗଜପତି ଜିଲ୍ଲା ସଦର ପାରଳାଖେମୁଣ୍ଡି ସ୍ଥିତ ଅର୍ବାନ ବ୍ୟାଙ୍କ ପଡିଆ ଠାରେ ଦୁଇଦିନିଆ ଚତୁର୍ଥ ପାରଳା ମହୋତ୍ସବ–୨୦୨୫ ସଫଳତା ସହ ଅନୁଷ୍ଠିତ ହୋଇଛି। ପାରଳାର ଅଗ୍ରଣୀ ଓଡିଶୀ ନୃତ୍ୟ ଅନୁଷ୍ଠାନ ଶ୍ରୀଜଗନ୍ନାଥ…

ଏକଲ ବିଦ୍ୟାଳୟ ର ଦୁଇ ଦିନିଆ ଅଭ୍ୟାସ ବର୍ଗ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୨୮/୧୦/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ସରସ୍ଵତୀ ଶିଶୁ ମନ୍ଦିର ପରିସରରେ ଦୁଇ ଦିନିଆ ଏକଲ ବିଦ୍ୟାଳୟ ଅଭ୍ୟାସ ବର୍ଗ ଅନୁଷ୍ଠିତ ହୋଇଯାଇଛି। ସଞ୍ଚ ସଂଚାଳକ ଭଗବାନ ମହାନ୍ତି ଙ୍କ ସଭାପତିତ୍ବରେ ଆୟୋଜିତ ଦୁଇ ଦିନିଆ କର୍ମଶାଳାରେ ଡାବୁଗାଁ ସଞ୍ଚର…

ମା ସନାଦେଇ ଫୁଟବାଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୨୮/୧୦/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଅନ୍ତର୍ଗତ ଚିକିଲି ଖେଳ ପଡିଆ ରେ ଆନ୍ତଃ ବ୍ଲକ ମା ସନାଦେଇ ଫୁଟବାଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି। ୧୬ ଟି ଦଳ କୁ ନେଇ ଅନୁଷ୍ଠିତ ଏହି ଫୁଟବଲ ଟୁର୍ଣ୍ଣାମେଣ୍ଟ ରେ ଉଦଘାଟନ ଦିବସରେ ମେଣ୍ଡରା…

କିୟୋସ୍କ ବ୍ୟାଙ୍କ କର୍ମଚାରୀ ଙ୍କୁ ଆଖିରେ ଲଙ୍କା ଗୁଣ୍ଡ ପକାଇ ଟଙ୍କା ଓ ଲାପଟପ ଲୁଟ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୨୮/୧୦/୨୫ ନବରଙ୍ଗପୁର ଜିଲ୍ଲା ଡ଼ାବୁଗାଁ ଥାନା ଅନ୍ତର୍ଗତ ବଡ ଓଲମା - ଜବାଗୁଡା ଗ୍ରାମ ମଧ୍ୟରେ ଏକ କିୟୋସ୍କ ବ୍ୟାଙ୍କ୍ କର୍ମଚାରୀ ବଡ ଧରଣର ଲୁଟ ର ଶିକାର ହୋଇଛନ୍ତି। ତିନି ଜଣ ଅଜଣା ବ୍ୟେକ୍ତି ଲଙ୍କା ଗୁଣ୍ଡ ଭର୍ତ୍ତି ପାଣି ବୋତଲ ରେ ଆଖି…

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଶପଥପାଠ ଏବଂ ରଙ୍ଗୋଲି କାର୍ଯ୍ୟକ୍ରମ ।

କେନ୍ଦ୍ରାପଡ଼ା:(ପ୍ରଫୁଲ୍ଲ କୁମାର ମଲ୍ଲ) ସଚେତନତା ଦୁର୍ନୀତି ନିବାରଣ ସଚେତନନା ସପ୍ତାହ (୨୭ ଅକ୍ଟୋବର -୨ ନଭେମ୍ବର) ପାଳନ ଅବସରରେ ସାଧୁତା ଶପଥ ପାଠ କରାଯାଇଛି | ଆଜି ଦିବା ୧୨ ଘଟିକା ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସମସ୍ତ ଅଧିକାରୀ /କର୍ମଚାରୀଙ୍କୁ ଓସ୍ୱାନ…

ଉତ୍କଳ ଆଲୁମିନା ପକ୍ଷରୁ କିଶୋରୀମାନଙ୍କ ପାଇଁ ୯୦ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଶୁଭାରମ୍ଭ

 କାଶୀପୁରରେ ୫ଟି ବିଦ୍ୟାଳୟର ୫୦୦ କିଶୋରୀଙ୍କୁ ପ୍ରଶିକ୍ଷଣ ପାଇଁ ଲକ୍ଷ୍ୟ ରାୟଗଡା, ୨୮/୧୦: ରାୟଗଡ଼ା ଜିଲ୍ଲା ଟିକିରି ଅନ୍ତର୍ଗତ ଦୋରାଗୁଡ଼ା ସ୍ଥିତ ଉତ୍କଳ ଆଲୁମିନା, ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଆଦିତ୍ୟ ବିର୍ଲା ଗ୍ରୁପ୍‌ର ସହଯୋଗୀ କମ୍ପାନୀ ପକ୍ଷରୁ ସରକାରୀ ବିଦ୍ୟାଳୟର କିଶୋରୀମାନଙ୍କ…

ଭଂଜପୁର ଜଗଦ୍ଧାତ୍ରୀ ମେଳା ଅବସରରେ ସଂଗୀତ ପ୍ରତିଯୋଗିତା ଅନୁଷ୍ଠିତ

ବାରିପଦା - ତା :- ୨୮/୧୦/୨୦୨୫ ରିଖ ଭଂଜପୁର ଠାରେ ମା ଜଗଦ୍ଧାତ୍ରୀଙ୍କ ୭୩ ତମ ପୂଜା ଅବସରରେ ୩୧ତମ ମେଳା ନଭେମ୍ବର ୩ ତାରିଖରୁ ଅନୁଷ୍ଠିତ ହେବାକୁ ଯାଉଅଛି I ପ୍ରତିବର୍ଷ ପରି ଏବର୍ଷ ମଧ୍ୟ କମିଟି ତରଫରୁ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରୀୟ ଚିତ୍ରାଙ୍କନ, କୁଇଜ, ବକ୍ତୃତା ଓ ସଂଗୀତ…

ସର୍ତକତା ସଚେତନତା ସପ୍ତାହ ପାଳନ ଅବସରରେ ମୟୂରଭଞ୍ଜ ଡ଼ାକ ମଣ୍ଡଳ ପକ୍ଷରୁ ନୂଦଡ଼ିହା ରେ ଗ୍ରାମସଭା ଆୟୋଜିତ

ବାରିପଦା/ଗୌର ଦାସ ଗିରି: ସର୍ତକତା ସଚେତନତା ସପ୍ତାହ ୨୦୨୫ ପାଳନ ଆନୁକୁଲ୍ୟରେ ମୟୂରଭଞ୍ଜ ଡ଼ାକ ମଣ୍ଡଳ, ବାରିପଦା ପକ୍ଷରୁ ଏକ ସଚ଼େତନତା କାର୍ଯ୍ୟକ୍ରମ ସହ ଜନ ଅଭିଯୋଗ ଶୁଣାଣି ପାଇଁ ଉଦଳା ପଞ୍ଚାୟତର ନୂଦଡ଼ିହା ଗ୍ରାମରେ ଏକ ଗ୍ରାମସଭା ର ଆୟୋଜନ କରାଯାଇଥିଲା l ମୟୂରଭଞ୍ଜ ଡ଼ାକ ମଣ୍ଡଳର ଉପ…

ବାତ୍ୟା ର ମୁକାବିଲା କରିବା ପାଇଁ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛି : ଜିଲ୍ଲାପାଳ ଶ୍ରୀମତୀ ମଧୁମିତା

https://youtu.be/9hzUEPLWjt0 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ବାତ୍ୟା ମୋନ୍ଥା ପ୍ରଭାବରେ ସମଗ୍ର ଗଜପତି ଜିଲ୍ଲାରେ ଆଜି ସକାଳ ଠାରୁ ବର୍ଷା ଲାଗିରହିଛି। ତେବେ ଏହି ବାତ୍ୟାର ସମସ୍ତ ପ୍ରକାରର ମୁକାବିଲା କରିବା ପାଇଁ ଗଜପତି ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ…

ରାଜ୍ୟସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୫

ସଚ୍ଚୋଟତା ଓ ସାଧୁତାର ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ ଦୁର୍ନୀତି ବିରୋଧରେ ଲଢିବା ଆମ ସମସ୍ତଙ୍କର ନୈତିକ ଦାୟିତ୍ୱ ନୂଆ ସରକାର ଆସିବା ପରଠାରୁ ଦୁର୍ନୀତି ଅଭିଯୋଗରେ ୩୦ ଜଣ ସରକାରୀ କର୍ମଚାରୀ ବହିଷ୍କୃତ, ୬୮ ଜଣ ଅବସରପ୍ରାପ୍ତ କର୍ମଚାରୀଙ୍କ ପେନ୍‌ସନ୍‌ ବନ୍ଦ…