ଠେଲା ଗାଡ଼ିକୁ ଧକ୍କା ଦେଲା ବୁଲେଟ୍; ଜଣେ ଗୁରୁତର
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-,ଏକ ବୁଲେଟ୍ ଦ୍ରୁତ ଗତିରେ ଆସି ଏକ ଠେଲା ଗାଡିକୁ ପଛପଟୁ ଧକ୍କା ଦେବା ଫଳରେ ଠେଲା ଗାଡ଼ି ଧରି ଯାଉଥିବା ଜଣେ ବ୍ୟକ୍ତି ଗୁରୁତର ହୋଇଥିବା ସୂଚନା ମିଳିଛି I ସୂଚନା ପ୍ରକାରେ ମଙ୍ଗଳବାର ସନ୍ଧ୍ୟାରେ ବେଲଗୁଣ୍ଠା ଗୋପୀନାଥ ସାହିର ମଙ୍ଗୁଳୁ ସ୍ୱାଇଁ ତନରଡା…