ଜାତୀୟ ପତାକା ବ୍ୟବହାର :ଜନସାଧାରଣ ଓ ଅନୁଷ୍ଠାନ ଏ ସଂପର୍କରେ ସଚେତନତା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା
ଜଗତସିଂହପୁର-ତା ୨୪.୦୨.୨୦୨୬ ରିଖ ସୁମନ୍ତ କୁମାର ଦାସ: -ଜାତୀୟ ପତାକାକୁ ସମ୍ମାନ ଜଣାଇବା ପ୍ରତ୍ୟେକ ଭାରତୀୟ ନାଗରିକଙ୍କ କର୍ତ୍ତବ୍ୟ । ଭାରତୀୟ ଜାତୀୟ ପତାକା ଆଶା ଓ ଉଚ୍ଚକାଂକ୍ଷା ଭାବେ ଆମ ଦେଶର ଜନସାଧାରଣଙ୍କ ପ୍ରତିନିଧିତ୍ବ କରିଥାଏ । ତେଣୁ ଜାତୀୟ ପତାକାକୁ ଭଲ ପାଇବା, ସମ୍ମାନ ଦେବା ଓ…