ସ୍ୱାଭିମାନ ଅଞ୍ଚଳର ବଡପଡା ଠାରେ ଖୋଲିଲା ଦଶମ ବାର୍ଷିକ ହାଇସ୍କୁଲ ପରୀକ୍ଷା କେନ୍ଦ୍ର
ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ, ମାଲକାନଗିରି, ୨୩/୨/୨୬: ଜିଲ୍ଲାର ଜନଜାତି ଛାତ୍ରଛାତ୍ରୀଙ୍କ ଶିକ୍ଷାର ବିକାଶ ପାଇଁ ଅଗ୍ରାଧିକାର ଦେଉଛନ୍ତି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ। ଜିଲ୍ଲାପାଳଙ୍କ ଦୂରଦୃଷ୍ଟି ସମ୍ପନ୍ନ ପଦକ୍ଷେପ ଯୋଗୁଁ ସ୍ଵାଭିମାନ ଅଞ୍ଚଳ ମାଲକାନଗିରି ରେ ଚଳିତ…