ଆମ ଗୌରବ ଆମ କଲେଜ : ୧୨ଟି ଉଚ୍ଚଶିକ୍ଷାନୁଷ୍ଠାନର ବିକାଶ ପାଇଁ ୧.୭୩ କୋଟି ଟଙ୍କା ମଞ୍ଜୁର
ଭୁବନେଶ୍ୱର, ୨୨ ଫେବୃଆରୀ, ୨୦୨୬: ଆମ ଗୌରବ ଆମ କଲେଜ ଯୋଜନା ଅଧୀନରେ ରାଜ୍ୟରେ ଗୋଟିଏ ବିଶ୍ୱ ବିଦ୍ୟାଳୟ ଏବଂ ୧୧ଟି ମହାବିଦ୍ୟାଳୟର ବିକାଶ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ୧.୭୩ କୋଟି ଟଙ୍କା ମଞ୍ଜୁର କରାଯାଇଛି। ରେଭେନ୍ସା ବିଶ୍ୱ ବିଦ୍ୟାଳୟ, କଟକ, ଆଗଲପୁର ପଞ୍ଚାୟତ ସମିତି (ଡିଗ୍ରୀ)…