୧୮ ବର୍ଷ ସେନା ସେବା ପରେ ଜ୍ୟୋତିର୍ମୟ ପଧାନଙ୍କୁ ଭବ୍ୟ ସମ୍ବର୍ଦ୍ଧନା
ପାଇକମାଳ :-ବରଗଡ ଜ଼ିଲ୍ଲା ପାଇକମାଳ ବ୍ଲକ ଡୁମେରବାହାଲ ଗ୍ରାମର ଭୂତପୂର୍ବ ସେନା ଜ୍ୟୋତିର୍ମୟ ପଧାନ ଦୀର୍ଘ ୧୮ ବର୍ଷ ଧରି ଭାରତୀୟ ସେନାରେ କାର୍ଯ୍ୟରତ ରହି ଦେଶ ସେବା କରି ଅବସର ଗ୍ରହଣ କରିଛନ୍ତି। ତାଙ୍କ ଅବସର ଅବସରରେ ଗାଁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରାଙ୍ଗଣରେ ଏକ ଭବ୍ୟ ସମ୍ବର୍ଦ୍ଧନା…