କୃଷ୍ଣାଞ୍ଜନପୁର ଗ୍ରାମବାସୀଙ୍କ ସହ ଭାବବିନିମୟ କଲେ ରାଜ୍ୟପାଳ
ମହିଳା ଉଦ୍ୟୋଗପତି ହେଵା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ
ପୁରୀ,୧/୧ (ଅନିମେଶ ପଟ୍ଟନାୟକ ): ଇଂରାଜୀ ନୂଆବର୍ଷର ପ୍ରଥମ ଦିନରେ ଆଜି ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ପୁରୀ ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ କୃଷ୍ଣାଞ୍ଜନପୁର ଗ୍ରାମ ଗସ୍ତ କରି ଗ୍ରାମବାସୀଙ୍କ ସହ ଭାବ…