ସୋଆ ଆଇଡିଏସ୍ ପକ୍ଷରୁ ହ୍ୱାଇଟ କୋଟ ନ୍ୟୁ ଇୟର ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ
ଭୁବନେଶ୍ୱର, ଜାନୁଆରୀ ୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ ସାଇନ୍ସେସ୍ (ଆଇଡିଏସ୍) ପକ୍ଷରୁ ଗୁରୁବାର ନୂଆବର୍ଷ ପାଳନ ସହ ହ୍ୱାଇଟ କୋଟ ନୂଆବର୍ଷ ଶପଥ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । କାର୍ଯ୍ୟକ୍ରମର ପ୍ରାରମ୍ଭରେ ପ୍ରଦୀପ ପ୍ରଜ୍ୱଳନ ସହ ଆସିଷ୍ଟାଂଟ…