ପୃଥିବୀକୁ ସୁରକ୍ଷିତ ରଖିବା ପାଇଁ ସ୍ୱଚ୍ଛ ସବୁଜ ଶକ୍ତି ଆବଶ୍ୟକ – ମନ୍ତ୍ରୀ ଶ୍ରୀ ମଲ୍ଲିକ
ଗ୍ଲୋବାଲ କ୍ଲିନଟେକ ଏକ୍ସପୋ-ଓଡିଶା ୨୦୨୬
ଭୁବନେଶ୍ୱର : ଭୁବନେଶ୍ୱରର ଇଡ୍କୋ ପ୍ରଦର୍ଶନୀ ପଡିଆଠାରେ ଆୟୋଜିତ ଗ୍ଲୋବାଲ କ୍ଲିନଟେକ ଏକ୍ସପୋ ଓଡିଶା ଉଦ୍ଘାଟିତ ହେବା ସହିତ ସବୁଜ ଶକ୍ତି ପାୱାରହାଉସ ଭାବେ ବିକଶିତ ହେବା ପାଇଁ ଓଡିଶାର ଲକ୍ଷ୍ୟକୁ ଏକ ମଜବୁତ ପ୍ରୋତ୍ସାହନ ମିଳିଛି । ଏହି…