ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପାଇଁ ଓଡିଶା ଲଜ୍ଜିତ ଓ ନିନ୍ଦିତ ହେଉଛି: ବିଜେଡି
ରାଜ୍ୟପାଳଙ୍କ ପୁଅ ସରକାରୀ ଅଧିକାରୀଙ୍କୁ ମାଡ଼ମରା ଘଟଣାରୁ ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ବିଗିଡ଼ିବା ଆରମ୍ଭ ହୋଇଥିଲା
୧୮ ମାସରେ ୪୦,୯୪୭ଟି ମହିଳାଙ୍କ ବିରୋଧରେ ଅପରାଧ ମାମଲା
ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହେବା ସହିତ ରାଜ୍ୟର ଅଭିବୃଦ୍ଧି ହାରରେ ହ୍ରାସ ଘଟିଛି…