ପ୍ରାଣୀ ସମ୍ପଦ ଓ ମତ୍ସ୍ୟ ଚାଷର ବିକାଶ ପାଇଁ ବିଭାଗୀୟ ସମନ୍ୱୟ ଉପରେ ଗୁରୁତ୍ୱ
ଯୋଜନାର ସଫଳ ରୂପାୟନ ସହ ଚାଷୀ ଓ ମତ୍ସ୍ୟଜୀବୀଙ୍କ ଆର୍ଥିକ ଉନ୍ନତି ଉପରେ ବିଧାୟକଙ୍କ ଗୁରୁତ୍ୱାରୋପ
ଝାରସୁଗୁଡ଼ା, ୧: ଜିଲ୍ଲାରେ ପ୍ରାଣୀ ସମ୍ପଦର ବିକାଶ ଓ ମତ୍ସ୍ୟ ଚାଷର ପ୍ରସାର ସହ ଚାଷୀ, ପଶୁପାଳକ ଓ ମତ୍ସ୍ୟଜୀବୀଙ୍କ ଆର୍ଥିକ ସ୍ଥିତିରେ ସୁଧାର ଆଣିବା ଉପରେ ଗୁରୁତ୍ୱ ଦିଆଯାଇଛି। ଏନେଇ!-->!-->!-->…