ରାଜନ ପଣସଗୁଡାରେ “ଜ୍ଞାନବୃଦ୍ଧି ପାଠଶାଳା”ର ଶୁଭାରମ୍ଭ – ଗ୍ରାମ ଉନ୍ନତି ପାଇଁ କମ୍ପାନୀର ଦୃଢ଼ ପଦକ୍ଷେପ
ଲକ୍ଷ୍ମୀପୁର:- ଲକ୍ଷ୍ମୀପୁର ବ୍ଲକ ଅନ୍ତର୍ଗତ ଓଡ଼ିଆପେଣ୍ଟ ପଞ୍ଚାୟତର ରାଜନ ପଣସଗୁଡା ଗ୍ରାମରେ “ଜ୍ଞାନବୃଦ୍ଧି ପାଠଶାଳା”ର ଶୁଭ ଆରମ୍ଭ ଅନୁଷ୍ଠିତ ହୋଇଯାଇଛି। ଗ୍ରାମୀଣ ଅଞ୍ଚଳର ଶିଶୁମାନଙ୍କ ଶିକ୍ଷାର ଗୁଣାତ୍ମକ ଉନ୍ନତି ଓ ଭବିଷ୍ୟତ ଗଢ଼ିବାକୁ ଲକ୍ଷ୍ୟ କରି ଏହି ପାଠଶାଳାର ଶୁଭାରମ୍ଭ…