ପାର୍ଟ ଫାଇଲ୍ ଜମି ପଞ୍ଜିକରଣରେ ଗଞ୍ଜାମ ଆଗରେ
ଭୁବନେଶ୍ୱର, ୧୯/୦୨/୨୦୨୬: ରାଜ୍ୟ ସରକାର ଜମିକୁ ଭାଗ (ପାର୍ଟ ଫାଇଲ୍) କରି ବିକ୍ରି ଲାଗି ଅନୁମତି ଦେବାପରେ ସମଗ୍ର ରାଜ୍ୟରେ ଲୋକେ ଆବଶ୍ୟକତା ମୁତାବକ ନିଜ ନିଜ ଜମିକୁ ଭାଗ କରି ବିକ୍ରି କରୁଛନ୍ତି । ଗଞ୍ଜାମ ଜିଲ୍ଲାରେ ଏଭଳି ଭାଗ ଜମି ସର୍ବାଧିକ ୧୧ ହଜାରରୁ ଅଧିକ ପଞ୍ଜିକୃତ ହୋଇ ସାରିଲାଣି…