ସିଙ୍ଗିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାର୍ଷିକ ଉତ୍ସବ
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-,ଗାଙ୍ଗପୁର ଥାନା ଅନ୍ତର୍ଗତ ମୁନିଗାଡ଼ି ପଂଚାୟତ ସିଙ୍ଗିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ଏସ ଏମ ସି ସଭାନେତ୍ରୀ ରୋଜିତା ଗୌଡ଼ ଙ୍କ ଅଧ୍ୟକ୍ଷତା ରେ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି!ମୁନିଗାଡ଼ି ସରପଞ୍ଚ ସବିତା ସ୍ୱାଇଁ ପ୍ରଦୀପ ପ୍ରଜ୍ୱଳନ…