ପଦ୍ମପୁର କପ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ।
ପଦ୍ମପୁର/ଶିବାଶିଷ ପଟ୍ଟନାୟକ ( ୧୩/୦୨):- ସ୍ଥାନୀୟ ଆର୍ ବି ହାଇସ୍କୁଲ ପଡ଼ିଆ ରେ ପଦ୍ମପୁର କପ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ ହୋଇଯାଇଛି। ଏସୋସିଏସନ୍ ର ସଭାପତି ପ୍ରଭାତ ନାରାୟଣ ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦ୍ଘାଟନ କରିଥିଲେ। ପ୍ରଥମ ଦିନର ପ୍ରଥମ ମ୍ୟାଚ ରେ ପଦ୍ମପୁର…