‘ସୁଭଦ୍ରା’ ହିତାଧିକାରୀଙ୍କୁ ପଞ୍ଚମ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ
କଟକ, ତା ୨୮.୦୮.୨୬ ରିଖ - ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ମହିଳାଙ୍କ ଆର୍ଥିକ ସଶକ୍ତିକରଣ ଓ ଆତ୍ମନିର୍ଭରତାକୁ ଅଧିକ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା’ର ପଞ୍ଚମ କିସ୍ତି ବଣ୍ଟନ କାର୍ଯ୍ୟକ୍ରମ ନେତାଜୀ ସଂସ୍କୃତି ଭବନଠାରେ ଅନୁଷ୍ଠିତ ହୋଇଯାଇଛି । କଟକ!-->!-->!-->…