ସରିଆଁ ହାଇସ୍କୁଲର ରଜତ ଜୟନ୍ତୀ ଉଦଘାଟିତ
ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ): କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ସରିଆଁର ରଜତ ଜୟନ୍ତୀ ମହାସମାରୋହରେ ଉଦଘାଟିତ ହୋଇଯାଇଛି। ପୂର୍ବତନ ଛାତ୍ର ସଂସଦ ସଭାପତି ଓମପ୍ରକାଶ ଛତ୍ରିଆଙ୍କ ଅଧ୍ୟକ୍ଷତାରେ ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ…