ପାଇକମାଳ ହାଇସ୍କୁଲ ରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ।
ପଦ୍ମପୁର:- ସରକାରୀ ଉଚ୍ଚ ବିଦ୍ୟାଳୟ ପାଇକମାଳ ରେ ବାର୍ଷିକ କ୍ରୀଡା ଉତ୍ସବ ପ୍ରଧାନ ଶିକ୍ଷକ ଦ୍ଵାଦଶ କୁମାର ପଧାନ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ମୁଖ୍ୟ ଅତିଥି ଭାବେ ପାଇକମାଳ ବ୍ଲକ ଚେୟାରମେନ ଭାବନା ସିଂ ଏବଂ ଟାଇଲ ଚନ୍ଦ୍ର ଭୋଇ ଉପସ୍ଥିତ ରହି ପୁରସ୍କାର ବିତରଣ…