ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର: ୭୬ ପଞ୍ଜିକୃତ ଅଭିଯୋଗରୁ ୨୧ର ତତ୍କାଳ ସମାଧାନ,
ଓଡ଼ଗାଁ,୧୫।୧୨(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ପଞ୍ଚାୟତ ସମିତି ପରିସରରେ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ସୋମବାର ସକାଳେ ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ, ଆରକ୍ଷୀ ଅଧିକ୍ଷକ ଏମ୍ ସୁଶ୍ରୀ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା…