ଶ୍ରୀଜଗନ୍ନାଥ ମେଡିକାଲ କଲେଜର ସଙ୍ଗୀନ ସ୍ଥିତିକୁ ନେଇ ଜିଲ୍ଲାପାଳଙ୍କ ସହ କଂଗ୍ରେସର ଆଲୋଚନା
ପୁରୀ, (ଅନିମେଶ ପଟ୍ଟନାୟକ): ପୁରୀ ଜିଲ୍ଲା କଂଗ୍ରେସ କମିଟିର ଏକ ପ୍ରତିନିଧି ଦଳ ଶ୍ରୀଜଗନ୍ନାଥ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ କାର୍ଯ୍ୟକ୍ଷମ ବିଷୟରେ ପୁରୀ ଜିଲ୍ଲାପାଳଙ୍କ ସହ ଆଲୋଚନା କରିବା ସହିତ ଏକ ଦାବିପତ୍ର ସମ୍ବଳିତ ସ୍ମାରକ ପତ୍ର ପ୍ରଦାନ କରିଛି । ପ୍ରକାଶଥାଉକି ଗତ…