ପ୍ରାଥମିକ ବିଦ୍ୟାଳୟ ରେ ଵିଦ୍ୟାଳୟ ସ୍ତରୀୟ କ୍ରୀଡା ପ୍ରତିଯୋଗିତା
ବେଲଗୁଣ୍ଠା-:, ୦୯/୧୨,ସୋରଡ଼ା ବ୍ଳକ୍ ଅନ୍ତର୍ଗତ ସିଦ୍ଧପୁର ସ୍ଥିତ ବାରାହୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଵିଦ୍ୟାଳୟ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଦେଶୀ ସେଠିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା…