ସାପ୍ତାହିକ ଖବରକାଗଜ ‘ନୟାଗଡ଼ ଭଏସ୍’ ଉନ୍ମୋଚିତ
ନୟାଗଡ଼(ବିଶ୍ୱଜିତ ନାୟକ) :- ନୟାଗଡ଼ ଜିଲ୍ଲାରୁ ପ୍ରକାଶିତ ହେବ ସାପ୍ତାହିକ ଖବର କାଗଜ ‘ନୟାଗଡ଼ ଭଏସ୍’ । ନୟାଗଡ଼ ଖଣ୍ଡପଡ଼ା ରାସ୍ତା ବରିଷ୍ଠ ନାଗରିକ ଗୋଷ୍ଠୀ କେନ୍ଦ୍ରଠାରେ ଆଜି ଏହାର ପ୍ରଥମ ସଂଖ୍ୟା ଉନ୍ମୋଚିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ…