ନବରଙ୍ଗପୁରଠାରେ ଜିଲ୍ଲା ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ
ନବରଙ୍ଗପୁର ତା ୨୭.୧.୨୦୨୬: ଅଶୋକ ସାହୁ, ଶାସକ ପ୍ରଶାସକ,ଗତକାଲି ତା ୨୬.୧.୨୦୨୬ ରିଖ ଦିନ ନବରଙ୍ଗପୁର ସହର ସ୍ଥିତ ଷ୍ଟାଡିୟମ୍ ଠାରେ ଜିଲ୍ଲା ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି।ନବରଙ୍ଗପୁର ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ ମୁଖ୍ୟଅତିଥି ଭାବେ ଯୋଗ ଦେଇ…