ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ କାର୍ଯ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଳିତ।
ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ -୨୬/୧/୨୬: ମାଲକାନଗିରି ଜିଲ୍ଲା ସଦରମହକୁମାସ୍ଥ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ କାର୍ଯ୍ୟାଳୟରେ ସାଧାରଣତନ୍ତ୍ର ଦିବସ ସଂପାଦକ ଅଶୋକ କୁମାର ସାମଲ ଙ୍କ ତତ୍ବାବଧାନରେ ମହାସମାରୋହରେ ପାଳିତ ହୋଇଯାଇଛି। ଏଥିରେ ଉପସଭାପତି ସୁରେନ୍ଦ୍ର କୁମାର…