ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ବିଦାୟ ସମ୍ବର୍ଦ୍ଧନା ଉତ୍ସବ,
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ରବିବାର ଦିନ ଚଳିତ ଶିକ୍ଷା ବର୍ଷ ର ଦଶମ ଶ୍ରେଣୀର ଛାତ୍ର ଛାତ୍ରୀ ଙ୍କୁ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ତରଫରୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ବିଦ୍ୟାଳୟର ପରିଚାଳନା କମିଟି ତରଫରୁ ସବୁ ଛାତ୍ରଛାତ୍ରୀ ଙ୍କୁ ସେମାନଙ୍କ…