ବକ୍ସି ଜଗବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳନ ଉତ୍ସବ ରେ ସରକାରୀ ଅଧିକାରୀ ଓ ଗଣମାଧ୍ୟମ ପ୍ରତିନିଧି ଙ୍କୁ ବିଧାୟକଙ୍କ…
ଖୋର୍ଦ୍ଧାରୁ (ସେକ ଜାଫର): ଖୋର୍ଦ୍ଧା-ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ବୀରଯୋଦ୍ଧା ବକ୍ସି ଜଗବନ୍ଧୁଙ୍କ ଶ୍ରାଦ୍ଧ ଦିବସ ଉପଲକ୍ଷେ ଖୋର୍ଦ୍ଧା ବିଜେବି ଉଚ୍ଚ ବିଦ୍ୟାଳୟ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦେବ ବକ୍ସି…