ଜାତୀୟ କନ୍ୟା ସନ୍ତାନ ଦିବସ ଉତ୍ସାହ ଓ ସଚେତନତା ସହିତ ପାଳିତ
ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ):ତା. ୨୨.୦୧.୨୦୨୬ରିଖ ଦିନ କଳାହାଣ୍ଡି ଜିଲ୍ଲାର ଭବାନପାଟଣା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ସପ୍ତାହ ବ୍ୟାପୀ ଜିଲ୍ଲା ସ୍ତରୀୟ ଜାତୀୟ କନ୍ୟା ସନ୍ତାନ ଦିବସ କାର୍ଯ୍ୟକ୍ରମ ଉତ୍ସାହ ଓ ସଚେତନତା ସହିତ ଆୟୋଜିତ ହୋଇଥିଲା। ଜିଲ୍ଲା ପ୍ରଶାସନ,…