ଫ୍ଲାଗ ଫାଉଣ୍ଡେସନ ଅଫ୍ ଇଣ୍ଡିଆ ପକ୍ଷରୁ ୨୦୦ତମ ସ୍ମାରକ ଜାତୀୟ ପତାକା ସ୍ତମ୍ଭ ପ୍ରତିଷ୍ଠା
୨୩ ଜାନୁଆରୀକୁ ରାଷ୍ଟ୍ରୀୟ ଧ୍ୱଜା ଦିବସ ଘୋଷଣା ପାଇଁ ପ୍ରସ୍ତାବ
ନୂଆଦିଲ୍ଲୀ/ଇମ୍ଫାଲ: ଆମର ମହାନ ପରମ୍ପରା ଓ ଦେଶ ଭକ୍ତିର ଚମତ୍କାର ସଂଗମର ନିଦର୍ଶନ ସ୍ୱରୂପ ଫ୍ଲାଗ ଫାଉଣ୍ଡେସନ ଅଫ୍ ଇଣ୍ଡିଆ ପକ୍ଷରୁ ମଣିପୁର ରାଜଧାନୀ ଇମ୍ଫାଲସ୍ଥିତ ଐତିହାସିକ କାଙ୍ଗଲା ଦୁର୍ଗରେ ୨୦୦ତମ ସ୍ମାରକୀ ଜାତୀୟ…