ଅବକାରୀ ବିଭାଗ ପଞ୍ଝାରେ ୨ ନିଶାବେପାରୀ।।
୫୫ ଗ୍ରାମର ହେରୋଇନ ସହ ୯୪୦ ଗ୍ରାମର ଗଞ୍ଜେଇ ଜବତ।
୩୦ ତାରିଖ ଶୁକ୍ରବାର ସକାଳ ସମୟରେ ବାଲିକୁଦା ଥାନା ଅଞ୍ଚଳର ଆମ୍ବଶାଳ ଚାରି ଛକରେ ଚଢାଉ କରି ଜଣେ ନିଶା ବେପାରୀଙ୍କୁ ଗିରଫ କରିଛି ଜଗତସିଂହପୁର ଅବକାରୀ ରେଞ୍ଜ। ଆମ୍ବଶାଳ ବଜାର ରେ ଦୀର୍ଘ ଦିନ ହେବ ବ୍ରାଉନସୁଗାର କାରବାର ଲୁଚାଛପାରେ!-->!-->!-->…