ଜିଓ ପ୍ଲାଟଫର୍ମସର ତୃତୀୟ ତ୍ରୈମାସିକ ନେଟ ଲାଭ ୧୧.୩ ପ୍ରତିଶତ ବୃଦ୍ଧି ସହ ୭୬୨୯ କୋଟି ଟଙ୍କା

 ମୁମ୍ବାଇ / ଭୁବନେଶ୍ୱର: ଦେଶର ସର୍ବବୃହତ ଦୂରସଂଚାର ଓ ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ଜିଓ ପ୍ଲାଟଫର୍ମସ ଲିମିଟେଡ଼ର ନେଟ ଲାଭ ୨୦୨୫-୨୬ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସିକରେ ପୂର୍ବ ବର୍ଷ ସମାନ ସମୟ ତୁଳନାରେ ୧୧.୩ ପ୍ରତିଶତ ବୃଦ୍ଧି ପାଇ ୭୬୨୯ କୋଟି ଟଙ୍କା ହୋଇଛି। ଚଳିତ ଆର୍ଥିକ…

କୁଡୁମୁଲୁଗୁମ୍ମା ଡାରୱିନ୍ ସ୍ମାରକୀ ସ୍ନାତକ ମହାବିଦ୍ୟାଳୟର ୧୬ ତମ ବାର୍ଷିକ ଉତ୍ସବ ପାଳିତ

ମାଲକାନଗିରି ରୁ ସୁରେନ୍ଦ୍ର ବେମାଲ: କୁଡୁମୁଲୁଗୁମ୍ମା ସ୍ଥିତ ଡାରୱିନ୍ ସ୍ମାରକୀ ସ୍ନାତକ ମହାବିଦ୍ୟାଳୟର ୧୬ ତମ ବାର୍ଷିକ ଉତ୍ସବ ମହା ଆଡ଼ମ୍ବରରେ ପାଳିତ ହୋଇଯାଇଛି। ଉକ୍ତ ଉତ୍ସବକୁ ମହାବିଦ୍ୟାଳୟର ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନ ସଭାପତିତ୍ବ କରିଥିଲା ବେଳେ ମୁଖ୍ୟ ଅତିଥି ଭାବେ ଜୟପୁର…

ହ୍ୟୁମାନିଟି ଫାଉଣ୍ଡେସନର ଦ୍ବିତୀୟ ବାର୍ଷିକୋତ୍ସବ.

ରାଉରକେଲା, (ବସନ୍ତ କୁମାର ଜେନା): ସାମାଜିକ ଅନୁଷ୍ଠାନ ହ୍ୟୁମାନିଟି ଫାଉଣ୍ଡେସନର ଦ୍ବିତୀୟ ବାର୍ଷିକୋତ୍ସବ ସିଭିକ ସେଣ୍ଟର ଠାରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ଦିପ୍ତୀ ବିଶ୍ବାଳ ସୁନ୍ଦରାୟଙ୍କ ସଭାପତିତ୍ବ , ସମ୍ପାଦିକା ଲୀନା ତ୍ରିପାଠୀଙ୍କ ଆବାହକତ୍ୱ ଓ ପ୍ରତିଷ୍ଠାତା ତଥା…

ସୁନ୍ଦରଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଅଞ୍ଚଳରେ ବାଣ ଗୋଦାମକୁ ନେଇ ଜନ ବିରୋଧ.

ସୁନ୍ଦରଗଡ଼ / ନୂଆଗାଁ, (ବସନ୍ତ କୁମାର ଜେନା) : ନୂଆଗାଁ ବ୍ଲକର ଲିମଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଚୁଆଁବାହାଲ ସାହୁ ବସ୍ତି ଠାରେ ଏକ ଜନ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି, ଏଥିରେ ବିରମିତ୍ରପୁର ତହସିଲଦାର ଗୌରୀ ନାୟକ, ପୋଲିସ ପ୍ରଶାସନ ପ୍ରମୁଖ ଉପସ୍ଥିତ ଥିଲେ, ଏହି ଜନ ଶୁଣାଣିର ମୁଖ୍ୟ…

ବ୍ଲକ ଓ ନଗର ସଭାପତିଙ୍କ ନାମ ଘୋଷଣା

ନୟାଗଡ଼(ବିଶ୍ୱଜିତ ନାୟକ):- ବିଜୁ ଜନତା ଦଳ ପକ୍ଷରୁ ଆଜି ଆନୁଷ୍ଠାନିକ ଭାବେ ବ୍ଲକ ଓ ନଗର ସଭାପତିଙ୍କ ନାମ ଘୋଷଣା ହୋଇଛି । ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ରଙ୍କ ଦ୍ୱାରା ବିଜୁ ଜନତା ଦଳ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ ସଭାପତି ଭାବେ ସୁଦାମ…

ସାମ୍ବାଦିକ ଭବନ ପକ୍ଷରୁ ବନ୍ଧୁ ମିଳନ

  ନୟାଗଡ଼(ବିଶ୍ୱଜିତ ନାୟକ) :- ନୟାଗଡ଼ ସାମ୍ବାଦିକ ଭବନ ପକ୍ଷରୁ ଆଜି ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ପାଣିପୋଇଲା ଚିନିକଳ ନିକଟରେ ଥିବା ଏକ ଫାର୍ମ ହାଉସରେ ଅନୁଷ୍ଠିତ ହୋଇଯାଇଛି । ସାମ୍ବାଦିକ ଭବନ ସଭାପତି ବୈଦ୍ୟଭୂଷଣ ମହାପାତ୍ରଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ…

ମହିଳା ସ୍ନାତକ ମହାବିଦ୍ୟାଳୟରେ ଚାଲିଛି ଆତ୍ମ ସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ମହିଳା ସ୍ନାତକ ମହାବିଦ୍ୟାଳୟରେ ଆଜିକୁ ସାତ ଦିନ ହେଲା ,ଓଡ଼ିଶା ସରକାର ଏବଂ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଚାଲୁ ରହିଛି । ଅନୁଷ୍ଠାନର ଅଧ୍ୟକ୍ଷା ଡ.ରୀନା ସାହୁଙ୍କ ପ୍ରତ୍ଯକ୍ଷ…

ଗଜପତି ଉତ୍ସବ-୨୦୨୫ର ପୋଷ୍ଟର ଓ ପ୍ରଚାର ରଥ ଶୁଭ ଉଦଘାଟନ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲା ସଂସ୍କୃତି ପରିଷଦ , ଗଜପତି ଦ୍ଵାରା ଆୟୋଜିତ କରାଯାଉଥିବା ଗଜପତି ଉତ୍ସବ- ୨୦୨୫ ର ପୋଷ୍ଟର କୁ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଉନ୍ମୋଚନ ହୋଇଯାଇଛି। ସେହିପରି…

କବିରାଜ ବୈଦ୍ୟ ବ୍ରଜବାସି ବାଜୁବନ୍ଧଙ୍କ ୧୪୨ତମ ଜନ୍ମ ବାର୍ଷିକ ପାଳନ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : କବିରାଜ ବୈଦ୍ୟ ବ୍ରଜବାସି ବାଜୁବନ୍ଧଙ୍କ ୧୪୨ତମ ଜନ୍ମ ବାର୍ଷିକ ପାଳନ ଖଣ୍ଡିଆ ସାହିସ୍ଥ ତୁଳସୀ ଚାଉଁରା ମଣ୍ଡପ ଠାରେ କବିରାଜ ବୈଦ୍ୟ ବ୍ରଜବାସି ବାଜୁବନ୍ଧ ୧୪୨ତମ ଜନ୍ମ ବାର୍ଷିକ ପାଳନ ହୋଇଯାଇଛି । ଏଥିରେ ଆଧ୍ଯତ୍ମିକ , ଧାର୍ମିକ ଭକ୍ତିଭରାଚିତ…

ପୈତୃକ ଜମିବାଡ଼ି ବିବାଦରୁ ମରଣାନ୍ତକ ଆକ୍ରମଣ, ୨ ଅଭିଯୁକ୍ତଙ୍କୁ ୩ ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡ,

ଓଡ଼ଗାଁ,୧୬।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଅଦାଲତରେ ଆଜି ଶରଣକୁଳ ଥାନା ଗୋଡିପଡା ଫାଣ୍ଡି ଅନ୍ତର୍ଗତ ଗୋଡିପଡା,ନୂଆ ଟାଙ୍ଗିସାହିରେ ହୋଇଥିବା ମରଣାନ୍ତକ ଆକ୍ରମଣ ମୋକଦ୍ଦମାର ଫଇସଲା କରି ଦେୱାନୀ ବରିଷ୍ଠ ବିଭାଗ ବିଚାରପତି ଜନ୍ମେଜୟ ଦାସ ଆକ୍ରମଣକାରୀ ୨ ଅଭିଯୁକ୍ତଙ୍କୁ…