ନିଟ୍ ପରୀକ୍ଷାରେ ଗଜପତି ଜିଲ୍ଲାର ଆଦିବାସୀ ଛାତ୍ରଙ୍କ କୃତିତ୍ୱ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ନିଟ୍ ପରୀକ୍ଷାରେ ଗଜପତି ଜିଲ୍ଲା ରାୟଗଡ ବ୍ଲକର ଚମ୍ପାସାହି ଗ୍ରାମର ଜଣେ ସାଧାରଣ ଚାଷୀ ଅଜିତ ଭୂୟାଁ ଓ ସବିତା ଭୂୟାଁଙ୍କ ପୁତ୍ର କାହ୍ନୁ ଭୂୟାଁ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି।ସେ ରାୟଗଡ ଆଦର୍ଶ ବିଦ୍ୟାଳୟରୁ +୨ ବିଜ୍ଞାନରେ ପାସ୍!-->…