ଜାତୀୟ ଯୁବ ଦିବସ ଅବସରରେ ସ୍ବାମୀ ବିବେକାନନ୍ଦଙ୍କ ଚିନ୍ତନ ଓ ଦର୍ଶନ ସମ୍ପର୍କରେ ଆଲୋଚନା ଚକ୍ର
ବାଲୁଗାଁ:(ସେକ୍ କୌସର):ବାଲୁଗାଁ ମହାବିଦ୍ୟାଳୟର ପ୍ରଜ୍ଞା ଭବନ ଠାରେ ରାଷ୍ଟ୍ରୀୟ ଏକତା ଏବଂ ଅଖଣ୍ଡତାର ପ୍ରତୀକ ରାଷ୍ଟ୍ରୀୟ ଗାନ "ବନ୍ଦେ ମାତରମ୍" ର ୧୫୦ ତମ ପୂର୍ତ୍ତି ଅବସରରେ ଆଜି ବାଲୁଗାଁ ମହାବିଦ୍ୟାଳୟ ଠାରେ ଅଧ୍ୟକ୍ଷ, ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀବୃନ୍ଦ ଏବଂ ଛାତ୍ରଛାତ୍ରୀ ମାନେ…