ରାମନାଗୁଡା ବ୍ଲକ ପରିସରରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ।
(ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି):ଗୁଣପୁର/ ରାମନଗୁଡା/ ରାୟଗଡ:- ରାମନଗୁଡା ବ୍ଲକ ସଭାଗୃହଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ନିର୍ଦ୍ଦେଶକ୍ରମେ ଅନୁଷ୍ଠିତ ଏହି ଶିବିର ରେ ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକ,…