ଜାତୀୟ ଯୁବ ଦିବସ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁବ ରେଡ୍ କ୍ରସ୍ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)ର ସଂଯୁକ୍ତ ଆୟୋଜନରେ ସ୍ଵାମୀ ବିବେକାନନ୍ଦଙ୍କ ଜନ୍ମ ଜୟନ୍ତୀକୁ ଜାତୀୟ ଯୁବ ଦିବସ ରୂପେ ଉତ୍ସାହ ଓ ଉଳ୍ଲାସର ସହିତ ପାଳିତ…