କେନ୍ଦୁଝରରେ ଜାତୀୟ ଯୁବ ଦିବସ ପାଳନ ଅବସରରେ ସାମୂହିକ ‘ବନ୍ଦେ ମାତରମ୍’ ଗାନରେ ପ୍ରକମ୍ପିତ ହେଲା ଦରବାର ହଲ
କେନ୍ଦୁଝର, ତା୧୨/୧- କେନ୍ଦୁଝର ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ଦରବାର ହଲ୍ଠାରେ ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ତଥା ‘ଜାତୀୟ ଯୁବ ଦିବସ’ ପାଳିତ ହୋଇଯାଇଛି। ଏହି ଅବସରରେ ଭାରତର ସାହିତ୍ୟିକ ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ଦ୍ୱାରା ରଚିତ‘ବନ୍ଦେ ମାତରମ୍’ ରଚନାର ୧୫୦ ବର୍ଷ…