ସୁରୁଖୁରୁରେ ସରିଲା ମାଲିକାନଗିରି ଜିଲ୍ଲାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶ ପରୀକ୍ଷା
ମାଲକାନଗିରି ରୁ ସୁରେନ୍ଦ୍ର ବେମାଲ: ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା, କଟକ ତରଫରୁ ଆଜି ମାଲକାନଗିରି ଜିଲ୍ଲାର ୨୦ଟି କେନ୍ଦ୍ରକୁ ନେଇ ସୁରୁଖୁରୁରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶ ପରୀକ୍ଷା ଆୟୋଜିତ ସମ୍ପନ୍ନ ହୋଇଯାଇଅଛି, ଯାହାକୁ ପରିଚାଳନା କରିଥିଲା ଜିଲ୍ଲା ଶିକ୍ଷା ଅଧିକାରୀ…