ପାଇକମାଳ ଅଞ୍ଚଳରୁ ୨୫ କେଜିରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ, ୩ ଗିରଫ

ପଦ୍ମପୁର/ଶିବାଶିଷ ପଟ୍ଟନାୟକ:- ବରଗଡ଼ ଜିଲ୍ଲା ପାଇକମାଳ ଥାନା ଅଞ୍ଚଳରେ ଗଞ୍ଜେଇ ଚୋରାଚାଲାଣ ଅଭିଯୋଗରେ ପୁଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୨୫ କେଜି ୨୫୦ ଗ୍ରାମ ଗଞ୍ଜେଇ ଜବତ କରାଯାଇଛି। ଏଥିସହ ଚୋରାଚାଲାଣରେ ବ୍ୟବହୃତ ଏକ ଇକୋ ଗାଡ଼ି ଓ ୩ଟି ମୋବାଇଲ ଫୋନ୍ ଜବତ ହୋଇଛି।ଆଜି…

ଗୁମ୍ମା ଓ କାଶୀନଗର ବ୍ଲକ୍‌ର ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କଲେ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର ଏବଂ ଓଡ଼ିଆ ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଗଜପତି ଜିଲ୍ଲାର ଗୁମ୍ମା ଓ କାଶୀନଗର ବ୍ଲକ୍‌ର ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ…

ଅର୍ଣ୍ଣବ ପ୍ରଭାବରେ ବେଲଗୁଣ୍ଠା ବ୍ଲକ୍‌ରେ ବନ୍ୟାର ତାଣ୍ଡବ

ଇଙ୍ଗିନାଠି ପଞ୍ଚାୟତର ୭ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ; ଲୋହରାଖଣ୍ଡି ନଦୀରେ ୧୦ ଘାଇ;ମୁଖ୍ୟ ରାସ୍ତା ଉପରେ ୪ ଫୁଟ ବନ୍ୟାଜଳ, ଯାତାୟାତ ଠପ୍‌; ବର୍ଷା କମିଲା ଦୁର୍ଦଶା ବଢିଲା, ବେଲଗୁଣ୍ଠା, ୨୯।୧୦: -(ଶିବରାମ ଚୌଧୁରୀ )-ଅର୍ଣ୍ଣବ ବାତ୍ୟାର ପ୍ରଭାବରେ ଲଗାଣ ବର୍ଷା ପରେ…

ଭେଡ଼େନ ନଦୀରେ ୧୨୬ କୋଟିର ଜଳ ସଂରକ୍ଷଣ ପ୍ରକଳ୍ପକୁ ମଞ୍ଜୁରୀ, କୃଷକଙ୍କ ମଧ୍ୟରେ ନୂଆ ଆଶା

ଝାରସୁଗୁଡ଼ା, ୨୯/୧୦: କୃଷକଙ୍କ ସମୃଦ୍ଧି ଓ କୃଷି କ୍ଷେତ୍ରର ବିକାଶ ପାଇଁ ବିଜେପି ସରକାର ସଂକଳ୍ପବଦ୍ଧ। ରାଜ୍ୟରେ ସରକାର ଗଠନ ପରଠାରୁ କୃଷି ଓ କୃଷକଙ୍କ ଉନ୍ନତିକୁ ପ୍ରାଥମିକତା ଦେଇ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏଥିସହ ଜଳ ସଂରକ୍ଷଣ ଓ ଜଳସେଚନ ବ୍ୟବସ୍ଥାର ସୁଦୃଢ଼ୀକରଣ…

ସପ୍ତମ ବିକାଶ ସମନ୍ୱୟ ଏବଂ ତଦାରଖ କମିଟି (ଦିଶା) ବୈଠକ ଅନୁଷ୍ଠିତ

କଟକ,ତା ୨୯.୧୦ .୨୦୨୬ ରିଖ - ଜିଲ୍ଲା ପ୍ରଶାସନ ପକ୍ଷରୁ ସପ୍ତମ ବିକାଶ ସମନ୍ୱୟ ଏବଂ ତଦାରଖ କମିଟି (ଦିଶା) ବୈଠକ ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟସ୍ଥିତ ସମ୍ମିଳନୀ କକ୍ଷରେ ସାଂସଦ,କଟକ ଶ୍ରୀ ଭର୍ତ୍ତୃହରି ମହତାବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଓ…

ବେପରୁଆ ଭାବେ କାର ଚାଳନା, ୪ ଟି ଷଣ୍ଢ କୁ ଧକ୍କା ୩ ଷଣ୍ଢ ମୃତ ସହିତ ପୋଲିସ ଗାଡ଼ି କ୍ଷତିଗ୍ରସ୍ତ

. ଖଇରା :ଔପଦା ରୁ ସୋର ଅଭିମୁଖେ କଏଦୀ ନେଇ ଖଇରା ପୋଲିସ ଗାଡି ଯାଉଥିବା ବେଳେ. ଗଣ୍ଡିବେଡ଼ ପଟୁ କ୍ଷିପ୍ର ବେଗରେ ଆସୁଥିବା OD01AH7455 ଓଡି01 ଏଚ 7455 ନମ୍ବର ଥିବା ଏକ କାର 4ଟି ଷଣ୍ଢ କୁ ବାଡେଇବା ସହିତ ପୋଲିସ କୁ ବାଡେଇ ଥିବା ବେଳେ ଅଳ୍ପକେ ବର୍ତ୍ତି ଥିଲେ 2ଟି ବାଇକ ଵାଲା l ଘଟଣା…

ଦେଶୀ ଓ ବିଦେଶୀ ମଦ ସହିତ ବିଅର ଜବତ, ୦୪ ଗିରଫ ।

ବାଲେଶ୍ୱର ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଓ ନୀଳଗିରି ଅବକାରୀ ନିରୀକ୍ଷକ ଶ୍ରୀ ନାରାୟଣ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଖଇରା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ସିମୁଳିଆ ଥାନା…

ଗଜପତି ଜିଲ୍ଲା ନୋଡାଲ ଅଧିକାରୀ ଓ ଜିଲ୍ଲାପାଳ ଜିଲ୍ଲାର ବିଭିନ୍ନ ବାତ୍ୟା ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ତଥା ଗଜପତି ଜିଲ୍ଲା ନୋଡାଲ ଅଧିକାରୀ ଶ୍ରୀ ବିଜୟ କୁମାର ଦାଶ ନୂଆଗଡ଼ ବ୍ଲକ୍‌ ଅନ୍ତର୍ଗତ ଖଜୁରିପଡ଼ା ସ୍ୱାସ୍ଥ୍ୟ କେନ୍ଦ୍ର, ‘ମା’ ଗୃହ ଏବଂ ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ…

ଉନ୍ନତ କୌଶଳରେ ଚାରା ପ୍ରସ୍ତୁତି ପ୍ରଶିକ୍ଷଣ

କେନ୍ଦୁଝର,ତା୨୯/୧୦- ସ୍ଥାନୀୟ ଜୁଡ଼ିଆ ଫାର୍ମର କୃଷି ଗବେଷଣା ଓ ପ୍ରଯୁକ୍ତି ବିଦ୍ୟା ସମ୍ପ୍ରସାରଣ କେନ୍ଦ୍ର,ଓୟୁଏଟି, କେନ୍ଦୁଝର ଆନୁକୂଲ୍ୟରେ ଦୁଇ ଦିବସୀୟ, "ଉନ୍ନତ କୌଶଳରେ ଚାରା ପ୍ରସ୍ତୁତ ପ୍ରଶିକ୍ଷଣ" ଅନୁଷ୍ଠିତ ହୋଇଯାଇଛି। ଏହି ଦୁଇ ଦିନିଆ ପ୍ରଶିକ୍ଷଣରେ ଓଡିଶା ଜୀବିକା ମିଶନ…

ମହଦାରେ ପ୍ରବଳ ବର୍ଷା ମଧ୍ୟରେ ଦୁଇ ଟ୍ରକ୍‌ ମୁହାଁମୁହିଁ ଧକ୍କା, ଅଳ୍ପକେ ବର୍ତ୍ତିଲେ ଚାଳକ

ଚାଳକଙ୍କୁ ଉଦ୍ଧାର କଲେ ଗ୍ରାମବାସୀ, ପୁଲିସ ଓ ଅଗ୍ନିଶମ ବାହିନୀ ବରପାଲି :-ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ମହଦା ଗ୍ରାମ ନିକଟରେ ପ୍ରବଳ ବର୍ଷା ମଧ୍ୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଗତକାଲି ରାତିରେ ମହଦା ଗ୍ରାମ ସମ୍ମୁଖ ଦେଇ ଯାଇଥିବା ଜାତୀୟ ରାଜପଥରେ ଦୁଇଟି ଟ୍ରକ୍‌…