ନୂଆପଡାରେ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ
ସାମ୍ବାଦିମାନଙ୍କୁ ଜିଲ୍ଲାର ପ୍ରଗତିରେ ସକ୍ରିୟ ଯୋଗଦାନ ଦେବା ପାଇଁ ଜିଲ୍ଲାପାଳଙ୍କ ଆହ୍ବାନ l
ନୂଆପଡା, ତା ୧୬/୧୧: ନୂଆପଡାରେ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍ ଦିବସ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି l ସ୍ଥାନୀୟ ସଦ୍ଭାବନା ସଭା ଗୃହରେ ଜିଲ୍ଲା ସୂଚନା ଓ…